অর্থ : କୈଣସି ସମାଜ ବା ଗୋଷ୍ଠୀର ମୁଖିଆ ଯେ ପ୍ରାୟତଃ ବିବାଦ ଆଦି ସମାଧାନ କରନ୍ତି ଏବଂ ଲୋକମାନଙ୍କୁ ପରାମର୍ଶ ଆଦି ଦିଅନ୍ତି
উদাহরণ :
ଆଜି ମଧ୍ୟ କେତେକ ଆଦିବାସୀ ଜାତି ମଧ୍ୟରେ ଚୌଧୁରୀ ହିଁ ନିଷ୍ପତ୍ତି କରନ୍ତି
অন্যান্য ভাষায় অনুবাদ :
किसी विशेष समाज या बिरादरी का प्रधान जो प्रायः विवाद आदि हल करता और लोगों को सलाह आदि देता है।
आज भी कुछ आदिवासी जातियों में फैसले चौधरी ही करता है।অর্থ : କୌଣସି ସଙ୍ଗଠନର ସର୍ବଶ୍ରେଷ୍ଠ ନେତା ବା ପ୍ରଧାନ ବ୍ୟକ୍ତି
উদাহরণ :
ତେଲେଙ୍ଗାନା ଅଞ୍ଚଳର ସମସ୍ତ ମନ୍ତ୍ରୀ କଂଗ୍ରେସ୍ ମୁଖ୍ୟଙ୍କୁ ପୃଥକ ତେଲେଙ୍ଗାନା ରାଜ୍ୟ ପାଇଁ ଦାବିକଲେ
অন্যান্য ভাষায় অনুবাদ :
The highest leaders in an organization (e.g. the commander-in-chief and senior officers of the military).
high command, supreme headquartersঅর্থ : ସବୁଥିରେ ପ୍ରଧାନ ବା ମୁଖ୍ୟ ବିଚାର କରାଯାଉଥିବା ବ୍ୟକ୍ତି
উদাহরণ :
ମୋହନ ଏହି ସଙ୍ଗଠନର ପ୍ରଧାନବ୍ୟକ୍ତି
সমার্থক : ନେତା, ପ୍ରଧାନ ବ୍ୟକ୍ତି, ମୁଖିଆ, ସରଦାର
অন্যান্য ভাষায় অনুবাদ :
অর্থ : ଯାହାକୁ ସବୁଠୁଁ ଅଧିକ ମହତ୍ତ୍ୱ ଦିଆଯାଏ
উদাহরণ :
ମୁଖ୍ୟ ତରଙ୍ଗ ଗୌଣ ତରଙ୍ଗଠାରୁ ଅଧିକ ବେଗରେ ଗତି କରେ
অন্যান্য ভাষায় অনুবাদ :
অর্থ : ଯାହା ଆବଶ୍ୟକ ହୁଏ
উদাহরণ :
ଆମ ଶରୀର ପାଞ୍ଚୋଟି ମୁଖ୍ୟ ତତ୍ତ୍ୱରେ ଗଠିତ ହୋଇଛି
অন্যান্য ভাষায় অনুবাদ :
Serving as an essential component.
A cardinal rule.অর্থ : ଯାହା ବାକ୍ୟ ରଚନା ଦୃଷ୍ଟିରୁ ସମ୍ପୂର୍ଣ୍ଣ ଓ ଯେଉଁଥିରେ ଅତିକମରେ ଗୋଟିଏ କର୍ତ୍ତା ଓ ଗୋଟିଏ କ୍ରିୟା ଥାଏ
উদাহরণ :
ମିଶ୍ରିତ ବାକ୍ୟରେ ଗୋଟିଏ ମୁଖ୍ୟ ଉପବାକ୍ୟ ଥାଏ
সমার্থক : ମୁଖ୍ୟ
অন্যান্য ভাষায় অনুবাদ :
(of a clause) capable of standing syntactically alone as a complete sentence.
The main (or independent) clause in a complex sentence has at least a subject and a verb.