অর্থ : ଚିହ୍ନ, ସୂତ୍ର ଆଦିର ମାଧ୍ୟମରେ ବତାଇବା ବା ଖବର ଦେବା
উদাহরণ :
ଆପଣ କଣ ଏହି ଦୁଇ ସହର ମଧ୍ୟରେ ଥିବା ଦୂରତାକୁ କି.ମି.ରେ ବତାଇବେ?
সমার্থক : ଜଣାଇବା, ଜ୍ଞାତ କରାଇବା
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁ, ସୂଚନାଆଦି କାହାକୁ ବତାଇବା
উদাহরণ :
ସେ ମୋତେ କହିଲା ଯେ ସେ କାମ ଛାଡ଼ିକରି ଯାଉଛି
অন্যান্য ভাষায় অনুবাদ :
किसी वस्तु, सूचना आदि से किसी को परिचित कराना।
उसने मुझे बताया कि वह काम छोड़कर जा रहा है।অর্থ : କାହା ସାମନାରେ କୌଣସି ଘଟଣା ଆଦିର ସମ୍ବନ୍ଧିତ ଲୋକମାନଙ୍କର ନାମ ବତାଇବା
উদাহরণ :
ସେ ପୋଲିସ ସାମନାରେ ଚାରି ଲୋକଙ୍କର ନାମ ପ୍ରକାଶ କଲା
সমার্থক : କହିବା, ପ୍ରକାଶ କରିବା
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁ ବା କାର୍ଯ୍ୟ ଆଡ଼କୁ ଇଙ୍ଗିତ କରିବା
উদাহরণ :
ମାଆ ମୋତେ ଆକାଶରେ ଧ୍ରୁବ ତାରାର ସ୍ଥିତି ବତାଇଲେ
সমার্থক : ଦେଖାଇବା, ନିର୍ଦ୍ଦେଶ କରିବା
অন্যান্য ভাষায় অনুবাদ :
किसी वस्तु या कार्य आदि की ओर इंगित करना।
माँ ने मुझे आसमान में ध्रुव तारे की स्थिति बताई।