অর্থ : ବଦଳିବାର କାମ ଅନ୍ୟ କାହାଦ୍ୱାରା କରାଇବା
উদাহরণ :
ଶାଢ଼ୀ ପସନ୍ଦ ନ ହେବାରୁ ସୀତା ତାକୁ ବଦଳେଇଲା
অন্যান্য ভাষায় অনুবাদ :
অর্থ : ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା
উদাহরণ :
ଏହି ଘଟଣା ପରଠାରୁ ତା ଜୀବନରେ ବହୁତ ପରିବର୍ତ୍ତନ ଆସିଛି
সমার্থক : ପରିବର୍ତ୍ତନ, ପରିବର୍ତ୍ତନ ଆଣିବା, ପରିବର୍ତ୍ତନ ହେବା, ବଦଳିଯିବା
অন্যান্য ভাষায় অনুবাদ :
एक रूप से दूसरे रूप में आना।
इस घटना के बाद से उसके जीवन में बहुत परिवर्तन आया है।অর্থ : କିଛି କମ୍ ଅଧିକ କରି ରୂପ ବଦଳେଇବା ବା ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା
উদাহরণ :
ଆଧୁନିକ ଜୀବନଶୈଳୀ ସମାଜରେ ବହୁତ ପରିବର୍ତ୍ତନ କରିଛି
সমার্থক : ପରିବର୍ତ୍ତନ କରିବା
অন্যান্য ভাষায় অনুবাদ :
कुछ घटा-बढ़ा कर रूप बदलना या एक रूप से दूसरे रूप में लाना।
आधुनिक जीवन शैली ने समाज में बहुत परिवर्तन किया है।Change the nature, purpose, or function of something.
Convert lead into gold.অর্থ : ଗୋଟିଏ ଜିନିଷ ବଦଳରେ ଆଉଗୋଟିଏ ଜିନିଷ ନେବା କିମ୍ବା ଦେବା
উদাহরণ :
ରମା ନିଜର ଫ୍ରିଜ୍ ବଦଳାଇ ଦେଲା
সমার্থক : ବଦଳାଇବା
অন্যান্য ভাষায় অনুবাদ :