অর্থ : ମିଶି ଯାଇଥିବା ବା ଜଡ଼ିଯାଇଥିବା ବା ଲାଗି ଯାଇଥିବା ଜିନିଷ୍ଆଦିର ଅଲଗା ହେବା
উদাহরণ :
କମିଜର ବୋତାମ ବାହାରି ଯାଇଛି ବହିର ପତ୍ର ବାହାରି ପଡ଼ିଛି ଯୋଡ଼େଇ କାରଣରୁ କାନ୍ଥର ସିମେଣ୍ଟ ଖସି ଯାଇଛି
সমার্থক : ଉଖାଡ଼ି ଯିବା, ଖସିଯିବା, ପୃଥକ ହେବା
অন্যান্য ভাষায় অনুবাদ :