অর্থ : ଅଲଗା ହେବାର ପ୍ରକ୍ରିୟା, ଅବସ୍ଥା ବା ଭାବ
উদাহরণ :
ବିବାହ ପରେ ପରେ ହିଁ ତାଙ୍କୁ ବିଚ୍ଛେଦ ଦୁଃଖ ସହିବାକୁ ପଡ଼ିଲା
অন্যান্য ভাষায় অনুবাদ :
অর্থ : ପ୍ରିୟ ବ୍ୟକ୍ତି ସହିତ ମିଳନ ନହେବା କାରଣରୁ ଉତ୍ପନ୍ନ ହେଉଥିବା ଭାବ
উদাহরণ :
ସୁରଦାସଙ୍କ ରଚିତ ରାଧାଙ୍କ ବିରହ ବର୍ଣ୍ଣନା ବହୁତ ମାର୍ମିକ
অন্যান্য ভাষায় অনুবাদ :
অর্থ : ମଝିରେ କୌଣସି ପ୍ରକାର ବିଚ୍ଛିନ୍ନ ହେବାର କ୍ରିୟା ଅବା ବିଶୃଙ୍ଖଳ ହେବାର ଅବସ୍ଥା ବା ଭାବ
উদাহরণ :
ବିଶୃଙ୍ଖଳତାରୁ ଦୂରେଇ ରହିବା ପାଇଁ ପ୍ରଚେଷ୍ଟା
সমার্থক : ବିଶୃଙ୍ଖଳତା
অন্যান্য ভাষায় অনুবাদ :
অর্থ : କାଟି ଅବା ଛେଦକରି ଅଲଗା କରିବାର କାର୍ଯ୍ୟ
উদাহরণ :
ରୋଗର ପ୍ରକୋପରୁ ରକ୍ଷା ପାଇବାପାଇଁ ମୂଳଉତ୍ପାଟନ ଆବଶ୍ୟକ
সমার্থক : ଅଲଗା, ବିଚ୍ଛିନ୍ନ, ମୂଳଉତ୍ପାଟନ
অন্যান্য ভাষায় অনুবাদ :