অর্থ : ଶୃଙ୍ଗାର କରିବା ବା ସଜାଇବାର ପ୍ରକ୍ରିୟା
উদাহরণ :
କୃଷ୍ଣଙ୍କଦ୍ୱାରା ରାଧାଙ୍କ ପ୍ରସାଧନ ହେବା ପରେ କାବ୍ୟ ସମାପ୍ତ ହୋଇଯାଉଛି
অন্যান্য ভাষায় অনুবাদ :
অর্থ : ସ୍ତ୍ରୀମାନେ ଗହଣା, ଲୁଗା ଆଦିରେ ନିଜକୁ ସୁସଜ୍ଜିତ କରିବା ପ୍ରକ୍ରିୟା
উদাহরণ :
ସୀତା ଶୃଙ୍ଗାର କକ୍ଷରେ ଘଣ୍ଟାଏ ହେଲାଣି ସଜବାଜ ହେଉଛି
সমার্থক : ଅଙ୍ଗରାଗ, ଅଙ୍ଗସଜା, ମେକପ୍, ଶୃଙ୍ଗାର, ସଜବାଜ, ସାଜସଜ୍ଜା
অন্যান্য ভাষায় অনুবাদ :
स्त्रियों का गहने, कपड़े आदि से अपने आपको सजाने की क्रिया।
कुछ स्त्रियों का अधिकांश समय शृंगार में व्यतीत होता है।