অর্থ : ଶରୀରର କୌଣସିଠାରେ ବିଷ ଏକତ୍ର ହୋଇ ଉତ୍ପନ୍ନ ହେଉଥିବା ଯେଉଁ ଫୁଲାରେ ରକ୍ତ ପଚି ପୂଜ ହୋଇଯାଏ
উদাহরণ :
ସେ ପ୍ରତିଦିନ ବ୍ରଣ ଉପରେ ପଟି ଲଗାଏ
সমার্থক : ବଥ
অন্যান্য ভাষায় অনুবাদ :
অর্থ : ଭାତୁଡି ଭଳି ତ୍ବଚା ଉପରେ ହେଉଥିବା ବ୍ରଣ
উদাহরণ :
ମୋ ବ୍ରଣ ବହୁତ କୁଣ୍ଡାଇ ହେଉଛି
অন্যান্য ভাষায় অনুবাদ :
অর্থ : ଆଖି ପଲକ ଧାରରେ ହେଉଥିବା ଛୋଟବ୍ରଣ
উদাহরণ :
ବ୍ରଣ ହେବା କାରଣରୁ ତା ଆଖିରେ ଦରଜ ହେଉଛି
অন্যান্য ভাষায় অনুবাদ :