অর্থ : ଟଙ୍କାପଇସାଆଦି ବଦଳାଇବା
উদাহরণ :
ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ
সমার্থক : ଖୁଚୁରାନଥିବା, ବଦଳାଇବା, ଭାଙ୍ଗିବା
অন্যান্য ভাষায় অনুবাদ :
অর্থ : କାନ୍ଥ,ଘର ଆଦି ଅନ୍ୟ କାହାଦ୍ୱାରା ଭଙ୍ଗାଇବା ବା ଧ୍ୱସ୍ତ କରାଇବା
উদাহরণ :
ଠିକାଦାର ବଡ଼ ଅଟ୍ଟାଳିକା ଗଢ଼ିବାପାଇଁ ଗରିବମାନଙ୍କର ଘରକୁ ଭଙ୍ଗାଇଦେଲା
সমার্থক : ଧ୍ୱଂସ କରାଇବା, ଧ୍ୱସ୍ତ କରାଇବା, ନଷ୍ଟ କରାଇବା, ଭଗ୍ନ କରାଇବା
অন্যান্য ভাষায় অনুবাদ :
অর্থ : ବଡ଼ ମୁଦ୍ରା ବା ନୋଟକୁ ସେହି ମୂଲ୍ୟର ଛୋଟଛୋଟ ମୁଦ୍ରା ବା ନୋଟରେ ବଦଳାଇବା
উদাহরণ :
ରହିମ ରିକ୍ସାଭଡ଼ା ଦେବାପାଇଁ ଶହେ ଟଙ୍କା ଭଙ୍ଗାଇଲା
অন্যান্য ভাষায় অনুবাদ :
অর্থ : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା
উদাহরণ :
ରିକ୍ସାବାଲାକୁ ପଇସା ଦେବାପାଇଁ ସେ ପାଞ୍ଚଶହ ଟଙ୍କିଆ ନୋଟକୁ ଭଙ୍ଗାଇଲା
সমার্থক : ଖୁଚୁରାକରାଇବା, ରେଜାକରାଇବା
অন্যান্য ভাষায় অনুবাদ :