অর্থ : ଉତ୍କୃଷ୍ଟ ବା ବହୁମୂଲ୍ୟ ବସ୍ତୁଗୁଡ଼ିକର ସଂଗ୍ରହ
উদাহরণ :
ତା ପାଖରେ ପୁରୁଣା ଗହଣା, ମୁଦ୍ରା ଆଦିର ଭଣ୍ଡାର ରହିଛି
সমার্থক : କୋଷ
অন্যান্য ভাষায় অনুবাদ :
অর্থ : କୌଣସି ବିଷୟରେ ଜ୍ଞାନ ବା ଗୁଣ ଆଦିର ବହୁତ ବଡ଼ ଗନ୍ତାଘର
উদাহরণ :
ସନ୍ଥ କବୀର ଜ୍ଞାନର ଭଣ୍ଡାର ଥିଲେ
অন্যান্য ভাষায় অনুবাদ :
অর্থ : ଯେଉଁ ସ୍ଥାନରେ କୋଷ ବା ବହୁତ ଧନ ରହିଥାଏ
উদাহরণ :
ଡକାୟତମାନେ ଭଣ୍ଡାରରେ ରଖାଯାଇଥିବା ସବୁ ଧନ ଚୋରେଇନେଲେ
অন্যান্য ভাষায় অনুবাদ :
A storehouse for treasures.
treasure house