অর্থ : କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ
উদাহরণ :
ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ
সমার্থক : ବିଭାଗ, ବିଭାଜନ, ଭାଗ, ଭାଗ କାର୍ଯ୍ୟ, ଭାଗକର୍ମ, ହରଣ, ହରିବା, ହରିବା କାମ, ହରିବା କାର୍ଯ୍ୟ
অন্যান্য ভাষায় অনুবাদ :
An arithmetic operation that is the inverse of multiplication. The quotient of two numbers is computed.
division