অর্থ : ସେହି ପଦାର୍ଥ ଯେଉଁଥିରେ କୌଣସି ଜିନିଷକୁ ରଞ୍ଜିତ କରାଯାଏ
উদাহরণ :
ଏହି ଶାଢ଼ୀ ଲାଲ୍ ରଙ୍ଗରେ ରଞ୍ଜିତ ହୋଇଛି
সমার্থক : ରଙ୍ଗ
অন্যান্য ভাষায় অনুবাদ :
Any material used for its color.
She used a different color for the trim.অর্থ : ମାନବ ନିର୍ମିତ ରାସାୟନିକ ତରଳ ପଦାର୍ଥ ଯାହାଦ୍ୱାରା କୌଣସି ଜିନିଷକୁ ରଙ୍ଗ କରାଯାଏ
উদাহরণ :
ଚେୟାରର ରଙ୍ଗ ମଧ୍ୟ ଶୁଖି ନଥିଲା ଯେ ଛୁଆମାନେ ତା ଉପରେ ବସିଗଲେ
অন্যান্য ভাষায় অনুবাদ :