অর্থ : ସୀମାଲଂଘନ,ଶିକାର କରିବା,ମାଛ ଆଦି ମାରିବାରୁ ଦୂର ରଖିବା ବା ବ୍ୟବହାର କରିବାକୁ ନ ଦେବା
উদাহরণ :
ଏହି ପୋଖରୀକୁ ସୁରକ୍ଷିତ ରଖନ୍ତ
সমার্থক : ବଞ୍ଚାଇବା, ସଂରକ୍ଷିତ କରିବା, ସୁରକ୍ଷିତ ରଖିବା
অন্যান্য ভাষায় অনুবাদ :
अतिक्रमण, शिकार करने, मछली आदि मारने से दूर रखना या उपयोग न करने देना।
इस झील को बचाइए।Keep undisturbed for personal or private use for hunting, shooting, or fishing.
Preserve the forest and the lakes.অর্থ : ନଷ୍ଟ ବା ଅନ୍ତ ବା ଭଙ୍ଗୁର ହେବାରୁ ରକ୍ଷାକରିବା ବା ସୁରକ୍ଷିତ ରଖିବା
উদাহরণ :
ଗୃହର ଶାନ୍ତି ବଜାୟ ରଖନ୍ତୁ କେତେକ ଆଦିବାସୀ ଜାତି ଆଜି ବି ପୁରାତନ ପରମ୍ପରାକୁ ଜୀବିତ ରଖିଛନ୍ତି
সমার্থক : ଜୀବିତ ରଖିବା, ବଜାୟ ରଖିବା, ବଞ୍ଚେଇ ରଖିବା, ସଜୀବ ରଖିବା, ସୁରକ୍ଷିତ ରଖିବା
অন্যান্য ভাষায় অনুবাদ :
* नष्ट या अंत या भंग होने से बचाना या सुरक्षित रखना।
घर की शांति को बनाए रखिए।