অর্থ : କୌଣସି ବିଶେଷ କାମ କରିବାପାଇଁ ବା ନିଜ ପାଖରେ କୌଣସି ବିଶେଷ ବସ୍ତୁ ରଖିବାପାଇଁ ଶାସନଦ୍ୱାରା ପ୍ରଦତ୍ତ ଅଧିକାର ପତ୍ର
উদাহরণ :
ମହେଶକୁ ଗାଡ଼ି ଚଲେଇବାପାଇଁ ଲାଇସେନ୍ସ୍ ମିଳିଯାଇଛି
সমার্থক : ଅନୁମତିପତ୍ର
অন্যান্য ভাষায় অনুবাদ :
कोई विशेष काम करने या अपने पास कोई विशेष वस्तु रखने का शासन द्वारा प्रदत्त अधिकार-पत्र।
महेश को गाड़ी चलाने का लाइसेंस मिल गया है।