অর্থ : ଯେ ସାଂସାରିକ ବସ୍ତୁ ତଥା ସୁଖପ୍ରତି ଥିବା ରାଗ ବା ଆସକ୍ତି ପୂରାପୂରି ଛାଡ଼ିଦେଇଛନ୍ତି
উদাহরণ :
ରାମୁ ପ୍ରେମପୂର୍ଣ୍ଣ ଭାବରେ ସନ୍ୟାସୀମାନଙ୍କର ସେବା କରେ
সমার্থক : ସାଧୁ
অর্থ : ସାଂସାରିକ ବସ୍ତୁ ତଥା ସୁଖପ୍ରତି ଅନୁରାଗ ବା ଆସକ୍ତି ସଂପୂର୍ଣ୍ଣରୂପେ ତ୍ୟାଗ କରିଥିବା ବ୍ୟକ୍ତି
উদাহরণ :
ବୈରାଗୀଙ୍କ ଦର୍ଶନପାଇଁ ଭିଡ଼ ହେଲା
অন্যান্য ভাষায় অনুবাদ :
অর্থ : ସନ୍ୟାସ ଆଶ୍ରମରେ ରହୁଥିବା ତଥା ତାଙ୍କର ନିୟମ ପାଳନ କରୁଥିବା ବ୍ୟକ୍ତି
উদাহরণ :
ଚିତ୍ରକୂଟରେ ଜଣେ ବଡ଼ ସନ୍ୟାସୀଙ୍କ ସହିତ ମୋର ସାକ୍ଷାତ ହେଲା
সমার্থক : ବାବାଜୀ, ବ୍ରହ୍ମଚାରୀ
অন্যান্য ভাষায় অনুবাদ :