অর্থ : ଋଷିମାନଙ୍କଦ୍ୱାରା ଦିଆ ଯାଇଥିବା ଉପଦେଶ
উদাহরণ :
ଶଙ୍କରାଚାର୍ଯ୍ୟଙ୍କ ଅଦୈତ୍ୟ ସିଦ୍ଧାନ୍ତକୁ ସମସ୍ତେ ଗ୍ରହଣ କରନ୍ତି ନାହିଁ
সমার্থক : ମତ
অন্যান্য ভাষায় অনুবাদ :
অর্থ : ବ୍ୟବହାର ବା ଆଚରଣ ବିଷୟରେ ନୀତି, ନିୟମ,ଧର୍ମଆଦି ଦ୍ୱାରା ନିରୂପିତ ଢଙ୍ଗ ବା ପ୍ରତିବନ୍ଧ
উদাহরণ :
ଆମକୁ ନିଜର ସିଦ୍ଧାନ୍ତଗୁଡ଼ିକୁ ପାଳନ କରିବା ଆବଶ୍ୟକ
অন্যান্য ভাষায় অনুবাদ :
A complex of methods or rules governing behavior.
They have to operate under a system they oppose.অর্থ : ଯୁକ୍ତିଦ୍ୱାରା କୌଣସି ବସ୍ତୁର ସ୍ଥିତି ସମ୍ପର୍କରେ ନିଶ୍ଚୟ କରିବା
উদাহরণ :
ବହୁତ ପ୍ରଯତ୍ନପରେ ଆମେ ଏହି ସିଦ୍ଧାନ୍ତରେ ପହଞ୍ଚିଲୁ ଯେ ରାମ ଭଲ ଲୋକ
সমার্থক : ନିର୍ଣ୍ଣୟ, ନିଷ୍କର୍ଷ, ନିଷ୍ପତ୍ତି, ଫଳାଫଳ
অন্যান্য ভাষায় অনুবাদ :
A position or opinion or judgment reached after consideration.
A decision unfavorable to the opposition.অর্থ : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
উদাহরণ :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
সমার্থক : ମତବାଦ
অন্যান্য ভাষায় অনুবাদ :