অর্থ : ମାପିବାପାଇଁ,ରେକର୍ଡ଼ପାଇଁ ବା ନିୟନ୍ତ୍ରଣପାଇଁ ଉପକରଣରେ ସଜ୍ଜିତ କରିବା
উদাহরণ :
ସେ ଲାବରେଟୋରୀକୁ ଉପକରଣରେ ସଜାଉଛି
সমার্থক : ସଜାଇବା, ସଜ୍ଜିତ କରିବା, ସଜ୍ଜୀକରଣ କରିବା, ସଜ୍ଜୀକୃତ କରିବା
অন্যান্য ভাষায় অনুবাদ :
* मापने के लिए, रिकार्ड के लिए या नियंत्रण के लिए उपकरणों से लैस करना।
वह प्रयोगशाला को उपकरणों से सुसज्जित कर रहा है।Equip with instruments for measuring, recording, or controlling.
instrument