অর্থ : ଯେଉଁ ବଜାରରେ ଗୋଟିଏ ପ୍ରକାରର ଜିନିଷ କୌଣସି ନିର୍ଦ୍ଦିଷ୍ଟ ସମୟରେ ଆସି ବିକ୍ରି ହୁଏ
উদাহরণ :
ବରାରରେ ପ୍ରତିବର୍ଷ ବଳଦଙ୍କ ହାଟ ବସେ
অন্যান্য ভাষায় অনুবাদ :
The world of commercial activity where goods and services are bought and sold.
Without competition there would be no market.অর্থ : ଯେଉଁ ସ୍ଥାନରେ ଏକ ନିର୍ଦ୍ଦିଷ୍ଟ ସମୟ, ତିଥି,ବାର ବା ଅବସରରେ ଜିନିଷପତ୍ର କିଣାବିକା ହୁଏ
উদাহরণ :
ପିଲାଙ୍କପାଇଁ ହାଟରୁ ପୋଷାକ ନେବାକୁ ହେବ
অন্যান্য ভাষায় অনুবাদ :
অর্থ : କୌଣସି ନିଶ୍ଚିତ ସମୟ, ତିଥି, ବାର ବା ଅବସରରେ ଦୋକାନ ଖୋଲିବା ପ୍ରକ୍ରିୟା
উদাহরণ :
ଏଠାରେ ପ୍ରତ୍ୟେକ ଶନିବାର ଦିନ ହାଟ ବସେ
সমার্থক : ସାପ୍ତାହିକ ବଜାର