অর্থ : କହୁଣୀ ଠାରୁ ପଞ୍ଝାର ଅଗ୍ରଭାଗ ପର୍ଯ୍ୟନ୍ତ ଶରୀରର ଅଂଶ
উদাহরণ :
ଦୁର୍ଘଟନାରେ ତାର ଡାହାଣ ହାତ କଟିଗଲା
অন্যান্য ভাষায় অনুবাদ :
অর্থ : କାନ୍ଧରୁ ପଞ୍ଝା ପର୍ଯ୍ୟନ୍ତ ସେହି ଅଙ୍ଗ ଯାହା ଜିନିଷ ଧରେ ଏବଂ କାମ କରେ
উদাহরণ :
ଭୀମଙ୍କ ବାହୁରେ ବହୁତ ବଳ ଥିଲା
অন্যান্য ভাষায় অনুবাদ :
A human limb. Technically the part of the superior limb between the shoulder and the elbow but commonly used to refer to the whole superior limb.
arm