ଅର୍ଥ : ଏହା ନିଶ୍ଚୟ ଯେ ଏଭଳି ହେବ, ଅଥବା ଅମୁକ ବ୍ୟକ୍ତି ଏଭଳି କରେ ବା କରିବ
ଉଦାହରଣ :
ବିଶ୍ୱାସ ଉପରେ ଦୁନିଆ ତିଷ୍ଠିରହିଛି ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ, ଆପଣଙ୍କ ହଜିଲା ପୁଅ ମିଳିଯିବ
ସମକକ୍ଷ : ଆତ୍ମପ୍ରତ୍ୟୟ, ଆସ୍ଥା, ନିର୍ଭର, ବିଶ୍ୱାସ, ଭରସା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଦକ୍ଷ ପ୍ରଜାପତିଙ୍କର ଜଣେ କନ୍ୟା
ଉଦାହରଣ :
ପୁରାଣରେ ଆଶାଙ୍କ ବର୍ଣ୍ଣନା ମିଳେ
ଅନ୍ୟ ଭାଷାରେ ଅନୁବାଦ :
An imaginary being of myth or fable.
mythical beingଅର୍ଥ : ଯାହା ଉପରେ କାହାରି ଆଶା ରହିଛି ବା କେନ୍ଦ୍ରିତ ହୋଇଛି
ଉଦାହରଣ :
ବିଜୟ ନିମନ୍ତେ ଆପଣ ହିଁ ମୋର ଆଶାମୋ ନିମନ୍ତେ ଆପଣ ହିଁ ଏକମାତ୍ର ଆଶା ଥିଲେ ଏବଂ ଆପଣ ବି ଉତ୍ତର ଦେଇଦେଲେ
ଅନ୍ୟ ଭାଷାରେ ଅନୁବାଦ :
Someone (or something) on which expectations are centered.
He was their best hope for a victory.ଅର୍ଥ : ଯାହା କୌଣସି କଥା ବା ବସ୍ତୁ ପ୍ରାପ୍ତିଆଡ଼କୁ ଯେଉଁ ମନୋବୃତ୍ତି ଧ୍ୟାନ ନେଇଯାଏ
ଉଦାହରଣ :
ମଣିଷର ସବୁ ଇଚ୍ଛା ପୁରେ ନାହିଁ ତାର ଜ୍ଞାନ ପିପାସା ବଢ଼ି ବଢ଼ି ଯାଉଛି ମୋର ଆଜି ଖାଇବାକୁ ମନ ନାହିଁ
ସମକକ୍ଷ : ଅଭିଳାଷ, ଆକାଂକ୍ଷା, ଇଚ୍ଛା, ଓରମାନ, କାମନା, ପିପାସା, ମନ, ମନୋକାମନା, ମନୋବାଞ୍ଛା, ମନୋଭାବନା, ମନୋରଥ, ଳାଳସା
ଅନ୍ୟ ଭାଷାରେ ଅନୁବାଦ :
मन में दबी रहनेवाली तीव्र कामना या लालसा।
मनुष्य की प्रत्येक इच्छा पूरी नहीं होती।ଅର୍ଥ : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ
ଉଦାହରଣ :
ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ
ସମକକ୍ଷ : ଆକାଂକ୍ଷା, ପ୍ରତ୍ୟାଶା, ଭରସା
ଅନ୍ୟ ଭାଷାରେ ଅନୁବାଦ :
किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।
हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।