ଅର୍ଥ : ଅଯଥା ଯୁକ୍ତିତର୍କ
ଉଦାହରଣ :
ଆଜି ରାମ ଏବଂ ଶ୍ୟାମ ମଧ୍ୟରେ ଏକ ଛୋଟ କଥାକୁ ନେଇ ବିତଣ୍ଡା ହେଲା
ସମକକ୍ଷ : କଳି, ଝଗଡ଼ା, ତକରାଳ, ବିତଣ୍ଡା, ଯୁକ୍ତିତର୍କ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଶତ୍ରୁତା ଯୋଗୁଁ ଦୁଇ ଦଳ ମଧ୍ୟରେ ହତିଆର ସାହାଯ୍ୟରେ କରାଯାଉଥିବା ଲଢ଼େଇ
ଉଦାହରଣ :
ମହାଭାରତ ଯୁଦ୍ଧ ଅଠର ଦିନ ପର୍ଯ୍ୟନ୍ତ ଚାଲିଥିଲା
ସମକକ୍ଷ : ଝଗଡ଼ା, ଯୁଦ୍ଧ, ରଣ, ଲଢ଼ାଇ, ସଂଗ୍ରାମ, ସମର
ଅନ୍ୟ ଭାଷାରେ ଅନୁବାଦ :
शत्रुतावश दो दलों के बीच हथियारों से की जाने वाली लड़ाई।
महाभारत का युद्ध अठारह दिनों तक चला था।