ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚକକର ମାରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚକକର ମାରିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁ ପ୍ରଭୃତିର ଚାରି ପାଖରେ ଚକ୍କରମାରିବା

ଉଦାହରଣ : ସେ ମନ୍ଦିର ପରିକ୍ରମା କରୁଅଛି

ସମକକ୍ଷ : ଘୁରିବା, ପରିକ୍ରମା କରିବା, ବୁଲିବା


ଅନ୍ୟ ଭାଷାରେ ଅନୁବାଦ :

किसी वस्तु आदि के चारों ओर चक्कर लगाना या गोल घूमना।

वह मंदिर की परिक्रमा कर रहा है।
चक्कर काटना, चक्कर लगाना, परिक्रमा करना, फेरा लगाना

Turn on or around an axis or a center.

The Earth revolves around the Sun.
The lamb roast rotates on a spit over the fire.
go around, revolve, rotate

ଅର୍ଥ : କୌଣସି ବସ୍ତୁର ବିନା ସ୍ଥାନ ପରିବର୍ତ୍ତନରେ ନିଜ ଚାରିପଟେ ବୁଲିବା

ଉଦାହରଣ : ପୃଥିବୀ ନିଜ ଚାରିପଟେ ଘୁରୁଛି ଭଅଁର ମାଟିରେ ନାଚୁଛି

ସମକକ୍ଷ : ଘୂରିବା, ଚକରି ଖାଇବା, ନାଚିବା, ଭଉଁରି କାଟିବା


ଅନ୍ୟ ଭାଷାରେ ଅନୁବାଦ :

किसी वस्तु का बिना स्थान बदले या अपनी ही धुरी पर चक्कर खाना।

पृथ्वी अपनी धुरी पर घूमती है।
भौंरा ज़मीन पर नाच रहा है।
घूमना, घूर्णित होना, चक्कर खाना, नाचना

Revolve quickly and repeatedly around one's own axis.

The dervishes whirl around and around without getting dizzy.
gyrate, reel, spin, spin around, whirl