ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଚୁଙ୍ଗା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଚୁଙ୍ଗା   ବିଶେଷ୍ୟ

ଅର୍ଥ : ଯେଉଁ ଉପକରଣକୁ ପାତ୍ର ମୁହଁରେ ରଖିକରି କୌଣସି ତରଳ ପଦାର୍ଥ ଢଳାଯାଏ

ଉଦାହରଣ : ତେଲ ତଳେ ଢାଳି ନହେବାପାଇଁ ସେ ଡବାମୁହଁରେ କାହାଳୀ ଲଗାଇଲା

ସମକକ୍ଷ : କାହାଳୀ, ନଳୀ


ଅନ୍ୟ ଭାଷାରେ ଅନୁବାଦ :

धातु, प्लास्टिक आदि का बना शंकु के आकार का उपकरण या पात्र जिसके सकरे सिरे पर छोटी सी नली होती है जिसे तंग मुँह के पात्र पर रखकर कोई पदार्थ उसमें डालते हैं।

तेल नीचे न गिरे इसलिए उसने डिब्बे के मुँह पर कुप्पी लगाई।
कीप, कुप्पी, कूपी, फनल, शंकुपात्र

A conically shaped utensil having a narrow tube at the small end. Used to channel the flow of substances into a container with a small mouth.

funnel

ଅର୍ଥ : ନଳ ଆକୃତିର କୌଣସି ବସ୍ତୁ

ଉଦାହରଣ : ପଶୁମାନଙ୍କୁ ରୋଗ ହେଲେ ସେମାନଙ୍କୁ ବାଉଁଶ ନଳୀରେ ଔଷଧ ପିଆଇ ଦିଆଯାଏ

ସମକକ୍ଷ : ନଳୀ, ନଳୀକା


ଅନ୍ୟ ଭାଷାରେ ଅନୁବାଦ :

नल के आकार की कोई वस्तु।

जानवरों के बीमार होने पर उन्हें बाँस की नलिका से दवा पिलाई जाती है।
चोंगा, चोंगी, नलिका, नली, पोंगा, पोंगी

A long tube made of metal or plastic that is used to carry water or oil or gas etc..

pipage, pipe, piping