ଅର୍ଥ : କୌଣସି କଥା ବା କାମ ଯେଉଁ ଶେଷ ସ୍ଥାନ ପର୍ଯ୍ୟନ୍ତ ହୋଇପାରେ ବା ହେବା ଉଚିତ୍
ଉଦାହରଣ :
କୌଣସି କାମ ସୀମା ମଧ୍ୟରେ ରହି କରିବା ଅବଶ୍ୟକ
ସମକକ୍ଷ : ଅବଧି, ଗଣ୍ଡି, ଧାର, ପରିସୀମା, ସୀମା
ଅନ୍ୟ ଭାଷାରେ ଅନୁବାଦ :
The point or degree to which something extends.
The extent of the damage.