ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଜନ୍ମୋତ୍ସବ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଜନ୍ମୋତ୍ସବ   ବିଶେଷ୍ୟ

ଅର୍ଥ : ଉତ୍ସବ ରୂପରେ ପାଳନ କରାଯାଉଥିବା କୌଣସି ପ୍ରସିଦ୍ଧ ବ୍ୟକ୍ତିଙ୍କ ଜନ୍ମଦିନ

ଉଦାହରଣ : ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ଅକ୍ଟୋବର ଦୁଇ ତାରିଖରେ ପାଳନ କରାଯାଏ

ସମକକ୍ଷ : ଜୟଂତୀ, ଜୟନ୍ତୀ


ଅନ୍ୟ ଭାଷାରେ ଅନୁବାଦ :

किसी प्रसिद्ध व्यक्ति के जन्म लेने का दिन जो प्रायः उत्सव के रूप में मनाया जाता है।

दो अक्टूबर को महात्मा गाँधी की जयंती मनायी जाती है।
जन्मोत्सव, जयंती, जयन्ती