ଅର୍ଥ : ଜମି-ବାଡ଼ି ଭୂମିଆଦିରେ ଲାଗୁଥିବା କର
ଉଦାହରଣ :
ଜମିଦାରୀ ଯୁଗରେ ଖଜଣା ଦେଇ ନପାରିଲେ ଜମିଦାର କୃଷକମାନଙ୍କର ଜମି ଦଖଲ କରିନେଉଥିଲେ
ଅନ୍ୟ ଭାଷାରେ ଅନୁବାଦ :
Charge against a citizen's person or property or activity for the support of government.
revenue enhancement, tax, taxation