ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୈବି ନିୟମ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୈବି ନିୟମ   ବିଶେଷ୍ୟ

ଅର୍ଥ : ସେହି ବିଧାନ ଯାହା ଦଇବଦ୍ୱାରା ନିର୍ଣ୍ଣୟ କରାଯାଇଛି ଏବଂ ଯାହା ଅଟଳ ବୋଲି ଲୋକେ ମାନନ୍ତି

ଉଦାହରଣ : ସତୀ ସାବିତ୍ରୀ ନିଜ ସତୀତ୍ୱ ବଳରେ ଦଇବ ବିଧାନକୁ ଟାଳି ନିଜ ପତିଙ୍କୁ ଜୀବିତ କରିପାରିଥିଲେ

ସମକକ୍ଷ : ଦଇବ ନିୟମ, ଦଇବ ବିଧାନ, ଦୈବୀ ବିଧାନ, ବିଧାନ


ଅନ୍ୟ ଭାଷାରେ ଅନୁବାଦ :

वह विधान जो दैव द्वारा नियत किया हुआ माना जाता है और अटल होता है।

सती सावित्री ने अपने सतीत्व के बल पर दैवी विधान को टाल कर अपने पति को जीवित कर लिया।
दैवी नियम, दैवी विधान, दैवीय नियम, दैवीय विधान

A law that is believed to come directly from God.

divine law