ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିମନ୍ତ୍ରଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିମନ୍ତ୍ରଣ   ବିଶେଷ୍ୟ

ଅର୍ଥ : କୌଣସି କାମରେ ସମ୍ମିଳିତ ହେବାପାଇଁ କାହାକୁ ଆଦର ପୂର୍ବକ କହିବା କିମ୍ବା ଡକାଇବାର କ୍ରିୟା

ଉଦାହରଣ : ଶୀଲାର ନିମନ୍ତ୍ରଣ ରକ୍ଷାକରି ମୁଁ ଏହି କାମରେ ଭାଗ ନେଲି

ସମକକ୍ଷ : ଅଭିମନ୍ତ୍ରଣ


ଅନ୍ୟ ଭାଷାରେ ଅନୁବାଦ :

किसी कार्य में सम्मिलित होने के लिए किसी को आदरपूर्वक कहने या बुलाने की क्रिया।

शीलाजी के अभिमंत्रण पर ही मैंने इस कार्य में भाग लिया।
अभिमंत्रण, अभिमन्त्रण, आकारण, आवादन, आवाहन, आहवान, आहुति, आह्वान, केतन, तलब, निमंत्रण, निमन्त्रण, पुकार, बुलावा, बुलाहट, बुलौवा

A request (spoken or written) to participate or be present or take part in something.

An invitation to lunch.
She threw the invitation away.
invitation

ଅର୍ଥ : ଶୁଭ ଇତ୍ୟାଦି କାମରେ ସମ୍ମିଳିତ ହେବାପାଇଁ ବନ୍ଧୁବାନ୍ଧବଆଦିଙ୍କୁ ନିଜ ପାଖକୁ ଡକାଇବା କ୍ରିୟା

ଉଦାହରଣ : ଆଜି ମୋ ବନ୍ଧୁଙ୍କଠାରୁ ନିମନ୍ତ୍ରଣ ଆସିଛି

ସମକକ୍ଷ : ଆମନ୍ତ୍ରଣ


ଅନ୍ୟ ଭାଷାରେ ଅନୁବାଦ :

मंगल कार्यों आदि में सम्मिलित होने के लिए मित्रों, संबंधियों आदि को अपने यहाँ बुलाने की क्रिया।

आज मेरे मित्र के यहाँ से निमंत्रण आया है।
अवहार, आदापन, आमंत्रण, आमन्त्रण, आवाह, इष्टि, केतन, निमंत्रण, निमन्त्रण, नेवता, न्योता, न्यौता, वत

A request (spoken or written) to participate or be present or take part in something.

An invitation to lunch.
She threw the invitation away.
invitation