ଅର୍ଥ : କୌଣସି ପ୍ରକାରରେ ଅଟକିଯାଇଥିବା ରୀତି ବା ବ୍ୟବସ୍ଥା
ଉଦାହରଣ :
କୌଣସିବି ସଂସ୍ଥା,ଦେଶ ଆଦିକୁ ଚଳାଇବା ନିମନ୍ତେ କିଛି ନିଶ୍ଚିତ ନିୟମ ତିଆରି କରାଯାଏ
ଅନ୍ୟ ଭାଷାରେ ଅନୁବାଦ :
A principle or condition that customarily governs behavior.
It was his rule to take a walk before breakfast.ଅର୍ଥ : ଅନେକଦିନରୁ ଚଳିଆସୁଥିବା କିଛି ପରମ୍ପରା, ରୀତି ବା ବିଧି ଆଦି ପ୍ରସଙ୍ଗଗୁଡିକ ମଧ୍ୟରେ କେତୋଟି ପ୍ରତିଷ୍ଠା ବା ମର୍ଯ୍ୟଦା ସୂଚକ ହୋଇଥିବାବେଳେ ଅନ୍ୟ କେତୋଟିର ପ୍ରସଙ୍ଗଗୁଡିକୁ ବର୍ଜନୀୟ ତଥା ନିନ୍ଦନୀୟ ରୂପେ ଗ୍ରହଣ କରାଯାଏ
ଉଦାହରଣ :
କେହିତ ଜଣେ ଅଛି ଯେ ନିୟମରୁ ଅପସରି ଚିନ୍ତା କରେ
ସମକକ୍ଷ : ଚଳଣି, ଧାରା, ପରମ୍ପରା, ଶୃଙ୍ଖଳା
ଅନ୍ୟ ଭାଷାରେ ଅନୁବାଦ :
आचरण या लोक-व्यवहार के क्षेत्र में बहुत दिनों से चली आई हुई कोई परम्परा, रीति या विधि जो कुछ प्रसंगों में तो प्रतिष्ठा या मर्यादा का सूचक होती है और कुछ प्रसंगों में त्याज्य तथा निंदनीय भी मानी जाती है।
कोई तो है जो लीक से हटकर सोचता है।ଅର୍ଥ : ସ୍ଥିର କରାଯାଇଥିବା ନିୟମ ଓ ବିଧାନ, ଯାହାର ପାଳନ ସମସ୍ତଙ୍କପାଇଁ ଆବଶ୍ୟକ ଓ ଅନିବାର୍ଯ୍ୟ ଏବଂ ଯାହାର ଉଂଲଘନ କଲେ ମନୁଷ୍ୟ ଦଣ୍ଡିତ ହୁଏ ବା ହୋଇପାରେ
ଉଦାହରଣ :
ନିୟମ ବିପରୀତ କୌଣସି ବି କାର୍ଯ୍ୟ ଆପଣଙ୍କୁ ସଙ୍କଟରେ ପକାଇପାରେ
ସମକକ୍ଷ : ଆଇନ, କାନୁନ, ବିଧାନ, ବିଧି
ଅନ୍ୟ ଭାଷାରେ ଅନୁବାଦ :
Legal document setting forth rules governing a particular kind of activity.
There is a law against kidnapping.ଅର୍ଥ : ବ୍ୟବହାର ବା ଆଚରଣ ବିଷୟରେ ନୀତି, ନିୟମ,ଧର୍ମଆଦି ଦ୍ୱାରା ନିରୂପିତ ଢଙ୍ଗ ବା ପ୍ରତିବନ୍ଧ
ଉଦାହରଣ :
ଆମକୁ ନିଜର ସିଦ୍ଧାନ୍ତଗୁଡ଼ିକୁ ପାଳନ କରିବା ଆବଶ୍ୟକ
ଅନ୍ୟ ଭାଷାରେ ଅନୁବାଦ :
A complex of methods or rules governing behavior.
They have to operate under a system they oppose.ଅର୍ଥ : ରାଜନୈତିକ ବା ସାମାଜିକ ଜୀବନ ସହିତ ସମ୍ବନ୍ଧ ରଖୁଥିବା କୌଣସି ନିୟମ ବା ବିଧାନ
ଉଦାହରଣ :
ହିନ୍ଦୁ ସଂସ୍କୃତିରେ ବିବାହ ଗୋଟିଏ ଧାର୍ମିକ ବ୍ୟବସ୍ଥା
ଅନ୍ୟ ଭାଷାରେ ଅନୁବାଦ :
राजनीतिक या सामाजिक जीवन से संबंध रखने वाला कोई नियम या विधान।
हिंदू संस्कृति में विवाह एक धार्मिक संस्था है।A custom that for a long time has been an important feature of some group or society.
The institution of marriage.ଅର୍ଥ : ବହୁତ ଦିନରୁ ପ୍ରାୟତଃ ଗୋଟିଏ ରୂପରେ ଚାଲିଆସୁଥିବା ବିଚାର, ପ୍ରଥା ବା କ୍ରମ
ଉଦାହରଣ :
ସବୁ ସମାଜର ବୈବାହିକ ପରମ୍ପରା ଭିନ୍ନ
ସମକକ୍ଷ : ଚଳଣି, ପରମ୍ପରା, ପ୍ରଥା, ରୀତି, ରୀତି-ନୀତି
ଅନ୍ୟ ଭାଷାରେ ଅନୁବାଦ :
वह विचार, प्रथा या क्रम जो बहुत दिनों से प्रायः एक ही रूप में चला आया हो।
हर समाज की वैवाहिक परंपरा भिन्न होती है।ଅର୍ଥ : କୌଣସି କାର୍ଯ୍ୟକରିବା ନେଇ ନିର୍ଦ୍ଧାରିତ ନିର୍ଦେଶ
ଉଦାହରଣ :
ପ୍ରୋଟକଲ୍ ଏକ ପ୍ରକାରର ନିୟମ
ସମକକ୍ଷ : ପ୍ରିସ୍କିପ୍ଟ, ରୁଲ୍
ଅନ୍ୟ ଭାଷାରେ ଅନୁବାଦ :
किसी कार्य को करने के लिए निर्धारित निर्देश।
प्रोटोकॉल एक तरह के नियम हैं।