ଅର୍ଥ : ଟଙ୍କାପଇସାଆଦି ବଦଳାଇବା
ଉଦାହରଣ :
ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ
ସମକକ୍ଷ : ଖୁଚୁରାନଥିବା, ଭଙ୍ଗାଇବା, ଭାଙ୍ଗିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ବର୍ତ୍ତମାନର ଅବସ୍ଥାରେ ଅନ୍ତର ଆଣିବା ବା ଉପରତଳ କରିବା
ଉଦାହରଣ :
ଏହି ବେତନ ବୃଦ୍ଧି ମୋ ଜୀବନ ସ୍ତରରେ କୌଣସି ସୁଧାର ଆଣିବନାହିଁ
ସମକକ୍ଷ : ଆଣିବା, କରିବା, ପରିବର୍ତ୍ତନ କରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଗୋଟିଏ ଜିନିଷ ବଦଳରେ ଆଉଗୋଟିଏ ଜିନିଷ ନେବା କିମ୍ବା ଦେବା
ଉଦାହରଣ :
ରମା ନିଜର ଫ୍ରିଜ୍ ବଦଳାଇ ଦେଲା
ସମକକ୍ଷ : ବଦଳେଇବା
ଅନ୍ୟ ଭାଷାରେ ଅନୁବାଦ :