ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୋଗାଇଦେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୋଗାଇଦେବା   କ୍ରିୟାପଦ

ଅର୍ଥ : ଉପଲବ୍ଧ ବା ସୁଲଭ କରିବା

ଉଦାହରଣ : କୁଆଡ଼େ ଯାତାୟାତ କରିବାପାଇଁ ଆମେ ବାହନ ମଧ୍ୟ ଯୋଗାଇଦେଉ ଏହି ହୋଟେଲ ବାତାନୁକୂଳିତ କକ୍ଷ ବି ଯୋଗାଇଦିଏ

ସମକକ୍ଷ : ଉପଲବ୍ଧ କରିବା, ପ୍ରଦାନ କରିବା


ଅନ୍ୟ ଭାଷାରେ ଅନୁବାଦ :

उपलब्ध या सुलभ कराना।

हमलोग कहीं आने-जाने के लिए वाहन भी देते हैं।
यह होटल वातानुकूलित कक्ष भी देता है।
आपके सुझावों ने नई-नई संभावनाएँ खोली है।
अधिगत कराना, उपलब्ध कराना, खोल देना, खोलना, जन्म देना, देना, प्रदान करना, प्राप्त कराना, मयस्सर कराना, मुयस्य कराना, मुयस्सर कराना, मुहैया कराना, मुहैय्या कराना, लब्ध कराना, सुलभ कराना