ଅର୍ଥ : ସାର୍ବଜନିକ ଉଦ୍ଦେଶ୍ୟ ବା କାର୍ଯ୍ୟପାଇଁ ମିଶିବା
ଉଦାହରଣ :
ଦେଶର ଉନ୍ନତିପାଇଁ ଆମେ ସବୁ ମିଶିଲୁ
ସମକକ୍ଷ : ଏକତ୍ରିତ ହେବା, ଏକହେବା, ଏକାଠି ହେବା, ଭେଟିବା, ମିଳିବା, ମିଶିବା
ଅନ୍ୟ ଭାଷାରେ ଅନୁବାଦ :
सार्वजनिक उद्देश्य या कार्य के लिए मिलना।
देश की उन्नति के लिए हम सभी मिलें।